Proverbs 19:11 — Compare Translations
5 translations compared side by side
Odia - 1840
"ମନୁଷ୍ଯର ସୁବୁଦ୍ଧି ତାହାକୁ କୋର୍ଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ୟ୍ଯ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ଯ୍ୟ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।