Proverbs 19:12 — Compare Translations

5 translations compared side by side

Odia - 1840
"ରାଜାର କୋର୍ଧ ସିଂହର ଗର୍ଜ୍ଜନ ସଦୃଶ। କିନ୍ତୁ ତା'ର ଅନୁଗ୍ରହ ତୃଣ ଉପ ରେ ଥିବା କାକର ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାର କୋପ ସିଂହଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାର କ୍ରୋଧ ସିଂହର ଗର୍ଜନ ସଦୃଶ। କିନ୍ତୁ ତା’ର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।