Proverbs 19:13 — Compare Translations
5 translations compared side by side
Odia - 1840
"ମୂର୍ଖ ପୁତ୍ର ତା'ର ପିତାର ଦୁଃଖର କାରଣ ହବେ। ଏବଂ କଳିହୁଡ଼ି ସ୍ତ୍ରୀ ଅବିରତ ବିନ୍ଦୁପାତ ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖ ପୁତ୍ର ତା’ର ପିତାର ଦୁଃଖର କାରଣ ହେବ। ଏବଂ କଳିହୁଡ଼ି ସ୍ତ୍ରୀ ଅବିରତ ବିନ୍ଦୁପାତ ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।