Proverbs 19:14 — Compare Translations
5 translations compared side by side
Odia - 1840
"ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୃହ ଓ ଧନ ପିତୃଲୋକଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।