Proverbs 19:15 — Compare Translations

5 translations compared side by side

Odia - 1840
"ଆଳସ୍ଯ ନିଦ୍ରା ଆଣେ। ଅଳସ ପ୍ରାଣୀ କ୍ଷୁଧାଭୋଗ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଳସ୍ୟ ନିଦ୍ରା ଆଣେ। ଅଳସ ପ୍ରାଣୀ କ୍ଷୁଧାଭୋଗ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।