Proverbs 19:16 — Compare Translations
5 translations compared side by side
Odia - 1840
"ଆଜ୍ଞା ପାଳନକାରୀ ଆପଣା ପ୍ରାଣ ରକ୍ଷା କରେ। ମାତ୍ର ଆପଣା ପଥ ବିଷଯ ରେ ଯେ ଅସାବଧାନ ହୁଏ, ସେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜ୍ଞା ପାଳନକାରୀ ଆପଣା ପ୍ରାଣ ରକ୍ଷା କରେ। ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ଵରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।