Proverbs 19:17 — Compare Translations
5 translations compared side by side
Odia - 1840
"ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶାଧେ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।