Proverbs 19:18 — Compare Translations

5 translations compared side by side

Odia - 1840
"ଅପାଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି। ଯଦି ତୁମ୍ଭେ ଏହା କରିବ ନାହିଁ, ତୁମ୍ଭେ ତା'ର ବିନାଶର କାରଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅପାଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି। ଯଦି ତୁମ୍ଭେ ଏହା କରିବ ନାହିଁ, ତୁମ୍ଭେ ତା’ର ବିନାଶର କାରଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
Odia IRV 2017 (ଓଡିଆ ବାଇବେଲ)
ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।