Proverbs 19:2 — Compare Translations
5 translations compared side by side
Odia - 1840
"ଜ୍ଞାନହୀନ ଜୀଜ୍ଞାଷୁ ହବୋର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନହୀନ ଜୀଜ୍ଞାଷୁ ହେବାର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।