Proverbs 19:21 — Compare Translations
5 translations compared side by side
Odia - 1840
"ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ମନରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।