Proverbs 19:22 — Compare Translations

5 translations compared side by side

Odia - 1840
"ଜଣେ ଲୋକ ତାଙ୍କର ବିଶ୍ବାସ ଜରିଆ ରେ ଗୋଟିଏ ଭଲ ପ୍ରସିଦ୍ଧ ପାଇବାକୁ ଦରକାର କରେ। ଏବଂ ମିଥ୍ଯାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ ରେଷ୍ଠ। ୟିଏ ଯାହାକୁ ବିଶ୍ବାସ କରାୟାଇପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ତାଙ୍କର ବିଶ୍ୱାସ ଜରିଆରେ ଗୋଟିଏ ଭଲ ପ୍ରସିଦ୍ଧ ପାଇବାକୁ ଦରକାର କରେ। ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ। ଯିଏ ଯାହାକୁ ବିଶ୍ୱାସ କରାଯାଇପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।