Proverbs 19:23 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ବିଷଯକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠା ରେ ଥାଏ, ସେ ଶାନ୍ତି ରେ ବାସ କରିପାରିବ। ବିପଦ ତା'ର ନିକଟରେ ୟାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ଶାନ୍ତିରେ ବାସ କରି ପାରିବ। ବିପଦ ତା’ର ନିକଟରେ ଯାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।