Proverbs 19:24 — Compare Translations

5 translations compared side by side

Odia - 1840
"ଅଳସୁଆ ଆପଣା ଥାଳି ରେ ହାତ ବୁଡ଼ାଇଲେ ଆଉଥରେ ତା'ର ମୁହଁକୁ ନବୋକୁ ଇଚ୍ଛା କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳସୁଆ ଆପଣା ଥାଳିରେ ହାତ ବୁଡ଼ାଇଲେ ଆଉଥରେ ତା’ର ମୁହଁକୁ ନେବାକୁ ଇଚ୍ଛା କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।