Proverbs 19:25 — Compare Translations

5 translations compared side by side

Odia - 1840
"ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ। ଯଦି ତୁମ୍ଭେ ବୁଦ୍ଧିମାନ୍ ବ୍ଯକ୍ତିକୁ ଭର୍ତ୍ସନା କରିବ, ସେ ଅଧିକ ଶିକ୍ଷା ଲାଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ ।
Odia Bible ERV 2004 (ପବିତ୍ର ବାଇବଲ)
ନିନ୍ଦକକୁ ପ୍ରହାର କଲେ, ନିର୍ବୋଧଲୋକ ସତର୍କତା ଶିକ୍ଷା କରିବ। ଯଦି ତୁମ୍ଭେ ବୁଦ୍ଧିମାନ୍ ବ୍ୟକ୍ତିକୁ ଭର୍ତ୍ସନା କରିବ, ସେ ଅଧିକ ଶିକ୍ଷା ଲାଭ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।