Proverbs 19:26 — Compare Translations
5 translations compared side by side
Odia - 1840
"ଯେଉଁ ପୁତ୍ର ଆପଣା ପିତାର ଧନ ଚେୀରୀ କରେ ଏବଂ ଆପଣା ମାତାକୁ ତଡ଼ିଦିଏ ଗୋଟିଏ ଲଜ୍ଜ୍ଯାକର ଓ ଅପମାନ ଜନକ ପୁତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନ-ଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ପୁତ୍ର ଆପଣା ପିତାର ଧନ ଗ୍ଭେରି କରେ ଏବଂ ଆପଣା ମାତାକୁ ତଡ଼ି ଦିଏ, ସେ ଗୋଟିଏ ଲଜ୍ଜାକର ଓ ଅପମାନ ଜନକ ପୁତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।