Proverbs 19:27 — Compare Translations

5 translations compared side by side

Odia - 1840
"ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ଯୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ୟୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।