Proverbs 19:28 — Compare Translations

5 translations compared side by side

Odia - 1840
"ପାଷାଣ୍ଡ ସାକ୍ଷୀ ନ୍ଯାଯ ବିଚାରକୁ ନିନ୍ଦା କରେ ଏବଂ ଦୁଷ୍ଟ ଲୋକର ମୁଖମଣ୍ଡଳ ଅନିଷ୍ଟ ରେ ପରିପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାଷାଣ୍ତ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ ।
Odia Bible ERV 2004 (ପବିତ୍ର ବାଇବଲ)
ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଗ୍ଭରକୁ ନିନ୍ଦା କରେ ଏବଂ ଦୁଷ୍ଟ ଲୋକର ମୁଖମଣ୍ଡଳ ଅନିଷ୍ଟରେ ପରିପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
Odia IRV 2017 (ଓଡିଆ ବାଇବେଲ)
ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।