Proverbs 19:29 — Compare Translations
5 translations compared side by side
Odia - 1840
"ନିନ୍ଦୁକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦକମାନଙ୍କ ପାଇଁ ଦଣ୍ତାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।