Proverbs 19:3 — Compare Translations
5 translations compared side by side
Odia - 1840
"ମନୁଷ୍ଯର ଅଜ୍ଞାନତା ନିଜର ଜୀବନକୁ ଧ୍ବଂସ କରେ। କିନ୍ତୁ ତା'ପ ରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ଅଜ୍ଞାନତା ନିଜର ଜୀବନକୁ ଧ୍ୱଂସ କରେ। କିନ୍ତୁ ତା’ପରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।