Proverbs 19:5 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଅନ୍ୟ ବିରୁଦ୍ଧ ରେ ମିଥ୍ଯା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କ ହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାସାକ୍ଷୀ ଅଦଣ୍ତିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଅନ୍ୟ ବିରୁଦ୍ଧରେ ମିଥ୍ୟା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।