Proverbs 19:6 — Compare Translations
5 translations compared side by side
Odia - 1840
"ଅନକେ ଲୋକ ବଦାନ୍ଯ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରେତ୍ୟକକ ଲୋକ ସହେି ଲୋକର ବନ୍ଧୁ ହୁଅନ୍ତି ୟିଏ ଉପହାର ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରତ୍ୟେକ ଲୋକ ସେହି ଲୋକର ବନ୍ଧୁ ହୁଅନ୍ତି ଯିଏ ଉପହାର ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।