Proverbs 19:7 — Compare Translations

5 translations compared side by side

Odia - 1840
"ଦରିଦ୍ର ଲୋକଙ୍କୁ ତା'ର ପରିବାର ମଧ୍ଯ ଭଲ ପାଏ ନାହିଁ। ତା'ର ମିତ୍ରମାନେ ତାଠାରୁ ଅଧିକ ଦୂରତା ରକ୍ଷା କରନ୍ତି। ସେ ସମାନଙ୍କେର ସାହାୟ୍ଯ ପାଇଁ ଭିକ୍ଷା କରେ, କିନ୍ତୁ ସମାନେେ ତା'ର ନିକଟକୁ ୟାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦରିଦ୍ର ଲୋକଙ୍କୁ ତା’ର ପରିବାର ମଧ୍ୟ ଭଲ ପାଏ ନାହିଁ। ତା’ର ମିତ୍ରମାନେ ତା’ଠାରୁ ଅଧିକ ଦୂରତା ରକ୍ଷା କରନ୍ତି। ସେ ସେମାନଙ୍କର ସାହାଯ୍ୟ ପାଇଁ ଭିକ୍ଷା କରେ, କିନ୍ତୁ ସେମାନେ ତା’ର ନିକଟକୁ ଯାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।