Proverbs 19:9 — Compare Translations
5 translations compared side by side
Odia - 1840
"ମିଥ୍ଯା ସାକ୍ଷୀ ଦଣ୍ଡିତ ହବେ। ମିଥ୍ଯାବାଦୀ ଧ୍ବଂସ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାସାକ୍ଷୀ ଅଦଣ୍ତିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟା ସାକ୍ଷୀ ଦଣ୍ଡିତ ହେବ। ମିଥ୍ୟାବାଦୀ ଧ୍ୱଂସ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।