Proverbs 2:1 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ମାରେବାକ୍ଯ ଗ୍ରହଣ କର। ମାରେ ନିର୍ଦ୍ଦେଶ ମନେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ତୁମ୍ଭେ ଯେବେ ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ବାକ୍ୟ ଗ୍ରହଣ କର ହେ ମୋର ପୁତ୍ର, ମୋର ବାକ୍ୟ ଗ୍ରହଣ କର। ମୋର ନିର୍ଦ୍ଦେଶ ମନେରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ’ କଥା ଗ୍ରହଣ କର ଓ ମୋ’ ଆଜ୍ଞାସବୁ ମନରେ ରଖ;