Proverbs 2:10 — Compare Translations

5 translations compared side by side

Odia - 1840
"ଜ୍ଞାନ ତୁମ୍ଭ ହୃଦଯ ରେ ପ୍ରବେଶ କରିବ, ବିଦ୍ଯା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ବିଦ୍ୟା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
Odia IRV 2017 (ଓଡିଆ ବାଇବେଲ)
କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;