Proverbs 2:11 — Compare Translations
5 translations compared side by side
Odia - 1840
"ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।