Proverbs 2:12 — Compare Translations
5 translations compared side by side
Odia - 1840
"ସତର୍କତା ଓ ବୁଝାମଣା ଦୁଷ୍ଟ ଲୋକମାନଙ୍କ ପରି ଭୁଲ୍ ପଥରେ ଜୀବନଧାରଣରୁ ତୁମ୍ଭକୁ ରକ୍ଷା କରିବ, ଲୋକମାନଙ୍କଠାରୁ, ଯେଉଁମାନେ ମନ୍ଦ କଥା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ସତର୍କତା ଓ ବୁଝାମଣା ଦୁଷ୍ଟ ଲୋକମାନଙ୍କ ପରି ଭୁଲ୍ ପଥରେ ଜୀବନଧାରଣରୁ ତୁମ୍ଭକୁ ରକ୍ଷା କରିବ, ଲୋକମାନଙ୍କଠାରୁ, ଯେଉଁମାନେ ମନ୍ଦ କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,