Proverbs 2:13 — Compare Translations
5 translations compared side by side
Odia - 1840
"ସମାନେେ ସତ୍ଯପଥ ପରିତ୍ଯାଗ କରି କୁପଥରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସତ୍ୟପଥ ପରିତ୍ୟାଗ କରି କୁପଥରେ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;