Proverbs 2:14 — Compare Translations
5 translations compared side by side
Odia - 1840
"ସମାନେେ ଆନନ୍ଦ ପାଆନ୍ତି, ଯେତବେେଳେ ସମାନେେ କୁକର୍ମ କରନ୍ତି ଏବଂ ମନ୍ଦତାକୁ ସମାନେେ ଉପ ଭୋଗ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆନନ୍ଦ ପାଆନ୍ତି, ଯେତେବେଳେ ସେମାନେ କୁକର୍ମ କରନ୍ତି ଏବଂ ମନ୍ଦତାକୁ ସେମାନେ ଉପଭୋଗ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;