Proverbs 2:16 — Compare Translations
5 translations compared side by side
Odia - 1840
"ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ଵରଙ୍କ ନିୟମ ପାସୋରେ ହିତୋ. ୫:୩
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ଯିଏ ବ୍ୟଭିଗ୍ଭରୀ ଗ୍ଭଟୁବାଦିନୀ ଲୋକଠାରୁ ମଧ୍ୟ ରକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ