Proverbs 2:18 — Compare Translations
5 translations compared side by side
Odia - 1840
"ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ଯୁ ଆଡ଼କୁ ଗଡ଼ଇବେ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗଇେ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ୟୁ ଆଡ଼କୁ ଗୋଡ଼େଇବ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗେଇ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,