Proverbs 2:19 — Compare Translations
5 translations compared side by side
Odia - 1840
"ସେ ନିଜେ ଏକ କବରପରି, ଯେଉଁମାନେ ତା'ର ନିକଟକୁ ୟାଆନ୍ତି ସମାନେେ ସମାନଙ୍କେର ଜୀବନ ହରାଇବେ, ସମାନେେ ଫରେି ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ପରକୀୟା ସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ନିଜେ ଏକ କବରପରି, ଯେଉଁମାନେ ତା’ର ନିକଟକୁ ଯାଆନ୍ତି ସେମାନେ ସେମାନଙ୍କର ଜୀବନ ହରାଇବେ, ସେମାନେ ଫେରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
Odia IRV 2017 (ଓଡିଆ ବାଇବେଲ)
ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।