Proverbs 2:20 — Compare Translations

5 translations compared side by side

Odia - 1840
"ଜ୍ଞାନୀମାନଙ୍କୁ ଅନୁସରଣ କରିବା ପାଇଁ, ଜ୍ଞାନ ତୁମ୍ଭକୁ ସାହାୟ୍ଯ କରିବ। ଉତ୍ତମ ଲୋକର ମାର୍ଗ ଅନୁସରଣ ପାଇଁ, ଜ୍ଞାନ ତୁମ୍ଭର ସହାୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ଵନ କର,
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀମାନଙ୍କୁ ଅନୁସରଣ କରିବା ପାଇଁ, ଜ୍ଞାନ ତୁମ୍ଭକୁ ସାହାଯ୍ୟ କରିବ। ଉତ୍ତମ ଲୋକର ମାର୍ଗ ଅନୁସରଣ ପାଇଁ, ଜ୍ଞାନ ତୁମ୍ଭର ସହାୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,