Proverbs 2:21 — Compare Translations
5 translations compared side by side
Odia - 1840
"ସରଳ ଲୋକମାନେ ଦେଶ ରେ ବାସ କରିବେ। ନିର୍ଦ୍ଦୋଶୀମାନେ ତହିଁରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି ସାଧୁମାନେ ତହିଁରେ ସୁସ୍ଥିର ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସରଳ ଲୋକମାନେ ଦେଶରେ ବାସ କରିବେ। ନିର୍ଦ୍ଦୋଷୀମାନେ ତହିଁରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।