Proverbs 2:22 — Compare Translations

5 translations compared side by side

Odia - 1840
"ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହବେେ ଓ ବିଶ୍ବାସଘାତକମାନେ ତହିଁରୁ ଉତ୍ପୀଡ଼ନ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ଵାସଘାତକମାନେ ତହିଁରୁ ଉତ୍ପାଟିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପୀଡ଼ନ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।