Proverbs 2:3 — Compare Translations

5 translations compared side by side

Odia - 1840
"ସୁବିବଚେନା ପ୍ରତି ଡ଼ାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ବର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଯେବେ ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ଵର କର;
Odia Bible ERV 2004 (ପବିତ୍ର ବାଇବଲ)
ସୁବିବେଚନା ପ୍ରତି ଡାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
Odia IRV 2017 (ଓଡିଆ ବାଇବେଲ)
ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;