Proverbs 2:4 — Compare Translations

5 translations compared side by side

Odia - 1840
"ନ୍ଯାଯ ରୂପା ତୁଲ୍ଯ ଅଟେ, ତାକୁ ଖାଜେ। ପୋତାଧନ ପରି ତା'ର ଅନେଷ୍ବଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ଵେଷଣ କରନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ନ୍ୟାୟ ରୂପା ତୁଲ୍ୟ ଅଟେ, ତାକୁ ଖୋଜ। ପୋତାଧନ ପରି ତା’ର ଅନ୍ୱେଷଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
Odia IRV 2017 (ଓଡିଆ ବାଇବେଲ)
ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;