Proverbs 2:5 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଏପରି କର। ତବେେ ତୁମ୍ଭେ ସଦାପ୍ରଭୁଙ୍କ ବିଷଯକ ଭୟ ବୁଝିବ ଓ ପରମେଶ୍ବରଙ୍କ ବିଷଯକ ତତ୍ତ୍ବଜ୍ଞାନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ଵରଙ୍କ ବିଷୟକ ତତ୍ତ୍ଵଜ୍ଞାନ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଏପରି କର। ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।