Proverbs 2:6 — Compare Translations
5 translations compared side by side
Odia - 1840
"ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।