Proverbs 2:7 — Compare Translations
5 translations compared side by side
Odia - 1840
"ସେ ସତ୍ ଲୋକଙ୍କ ପାଇଁ ତତ୍ତ୍ବଜ୍ଞାନ ସଞ୍ଚଯ କରନ୍ତି। ସେ ନିରୀହ ଲୋକମାନଙ୍କର ଢ଼ାଲ ସ୍ବରୂପ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ଵଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ଵରୂପ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସତ୍ଲୋକଙ୍କ ପାଇଁ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି। ସେ ନିରୀହ ଲୋକମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।