Proverbs 2:8 — Compare Translations
5 translations compared side by side
Odia - 1840
"ସେ ଯେଉଁ ଲୋକମାନେ ନ୍ଯାଯ ପଥରେ ଚାଲନ୍ତି, ସମାନଙ୍କେୁ ରକ୍ଷା କରନ୍ତି ଏବଂ ତାଙ୍କର ପବିତ୍ର ଲୋକମାନଙ୍କର ଗତି ସୁରକ୍ଷିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେଉଁ ଲୋକମାନେ ନ୍ୟାୟ ପଥରେ ଗ୍ଭଲନ୍ତି, ସେମାନଙ୍କୁ ରକ୍ଷା କରନ୍ତି ଏବଂ ତାଙ୍କର ପବିତ୍ର ଲୋକମାନଙ୍କର ଗତି ସୁରକ୍ଷିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
Odia IRV 2017 (ଓଡିଆ ବାଇବେଲ)
ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।