Proverbs 2:9 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ଯାଯ, ଓ ମଙ୍ଗଳର ପ୍ରେତ୍ୟକକ ସୁପଥ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେ ଧାର୍ମିକତା ଓ ସୁବିଚାର ଓ ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଧାର୍ମିକତା, ସୁବିଗ୍ଭର, ନ୍ୟାୟ, ଓ ମଙ୍ଗଳର ପ୍ରତ୍ୟେକ ସୁପଥ ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।