Proverbs 20:1 — Compare Translations
5 translations compared side by side
Odia - 1840
"ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ଵାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ରାକ୍ଷାରସ ଓ ମଦ୍ୟ, ଲୋକମାନଙ୍କୁ ନିୟନ୍ତ୍ରଣ କରି ବାହାରକୁ ନେଇଯାଏ। ଯେକେହି ସେଥିରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।