Proverbs 20:10 — Compare Translations
5 translations compared side by side
Odia - 1840
"ନାନା ପ୍ରକାର ମାପ ଓଜନ ରେ ଯେଉଁମାନେ ଠକନ୍ତି, ସମାନେେ ସଦାପ୍ରଭୁଙ୍କଠା ରେ ଘୃଣିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ ।
Odia Bible ERV 2004 (ପବିତ୍ର ବାଇବଲ)
ନାନା ପ୍ରକାର ମାପ ଓଜନରେ ଯେଉଁମାନେ ଠକନ୍ତି, ସେମାନେ ସଦାପ୍ରଭୁଙ୍କଠାରେ ଘୃଣିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
Odia IRV 2017 (ଓଡିଆ ବାଇବେଲ)
ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।