Proverbs 20:11 — Compare Translations

5 translations compared side by side

Odia - 1840
"ଏପରିକି ଜଣେ େଛାଟ ପିଲା କରୁଥିବା କର୍ମରୁ ଜଣାୟାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ଵାରା ଆପଣାର ପରିଚୟ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଜଣେ ଛୋଟ ପିଲା କରୁଥିବା କର୍ମରୁ ଜଣାଯାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
Odia IRV 2017 (ଓଡିଆ ବାଇବେଲ)
ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।