Proverbs 20:12 — Compare Translations
5 translations compared side by side
Odia - 1840
"କାନ ରେ ଶୁଣିବା ଆଖି ରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାନରେ ଶୁଣିବା ଆଖିରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।