Proverbs 20:13 — Compare Translations

5 translations compared side by side

Odia - 1840
"ନିଦ୍ରାକୁ ଭଲ ପାଅ ନାହିଁ। ନ ହେଲେ ତୁମ୍ଭେ ଦରିଦ୍ର ହବେ। ତୁମ୍ଭେ କର୍ମଦକ୍ଷ ହୁଅ, ତହିଁରେ ତୁମ୍ଭେ ଖାଦ୍ୟ ରେ ପରିତୃପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ନିଦ୍ରାକୁ ଭଲ ପାଅ ନାହିଁ। ନ ହେଲେ ତୁମ୍ଭେ ଦରିଦ୍ର ହେବ। ତୁମ୍ଭେ କର୍ମଦକ୍ଷ ହୁଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।