Proverbs 20:15 — Compare Translations

5 translations compared side by side

Odia - 1840
"ସୁନା ଓ ଅଳଙ୍କାର ଲୋକଙ୍କୁ ଧନୀ କରେ। କିନ୍ତୁ ଯେଉଁଲୋକ ଜ୍ଞାନୀ, ସେ ଏହି ଅଳଙ୍କାରଠାରୁ ମୂଲ୍ଯବାନ୍ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରନି ।
Odia Bible ERV 2004 (ପବିତ୍ର ବାଇବଲ)
ସୁନା ଓ ଅଳଙ୍କାର ଲୋକଙ୍କୁ ଧନୀ କରେ। କିନ୍ତୁ ଯେଉଁ ଲୋକ ଜ୍ଞାନୀ, ସେ ଏହି ଅଳଙ୍କାରଠାରୁ ମୂଲ୍ୟବାନ୍ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
Odia IRV 2017 (ଓଡିଆ ବାଇବେଲ)
ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।