Proverbs 20:17 — Compare Translations

5 translations compared side by side

Odia - 1840
"ମିଥ୍ଯା ଅର୍ଜିତ ଆହାର ମନୁଷ୍ଯକୁ ମିଠା ଲାଗେ। ମାତ୍ର ପଛ ରେ ତା'ର ପାଟି ଗୋଡ଼ି ରେ ପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଠା ଲାଗେ। ମାତ୍ର ପଛରେ ତା’ର ପାଟି ଗୋଡ଼ିରେ ପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।