Proverbs 20:18 — Compare Translations

5 translations compared side by side

Odia - 1840
"ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ତ୍ରଣା ଦ୍ଵାରା ପ୍ରତ୍ୟେକ ସଙ୍କଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହେବ। ମାତ୍ର ଯଦି ତୁମ୍ଭେ ଯୁଦ୍ଧ କରିବାକୁ ଯାଅ ଭଲ ପରାମର୍ଶ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
Odia IRV 2017 (ଓଡିଆ ବାଇବେଲ)
ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।